କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ

କେନ୍ଦୁଝର ୧୨। ୪ :ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ । ସମଗ୍ର ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଛି । ଏପିରିକିଯୋଡା ସହରରେ ୧୪୪ ଧାରା ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ପ୍ରବଳ ଉତ୍ତେଜନା ଦେଖଦେଇଥିଲା । ୨ ଗୋଷ୍ଠୀ ମୁହାଁମୁହିଁ ହେବା ପରେ ସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଲାଠି ଚାର୍ଜ କରିଥିଲା ।

-Advertisement-
-Advertisement-

Leave a Reply